2 Chronicles 8:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ମନ୍ଦିର ଓ ନିଜର ଗୃହ ନିର୍ମାଣ କରିବା ନିମନ୍ତେ ଶଲୋମନଙ୍କୁ 20 ବର୍ଷ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ନିର୍ମାଣ କରିଥିବା ନଗର ସକଳ ସଦାପ୍ରଭୁଙ୍କ ମନ୍ଦିର ଓ ନିଜର ଗୃହ ନିର୍ମାଣ କରିବା ନିମନ୍ତେ ଶଲୋମନଙ୍କୁ 20 ବର୍ଷ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ।