2 Chronicles 8:10 — Compare Translations
5 translations compared side by side
Odia - 1840
"ଆଉ, ଇଶ୍ରାୟେଲର କିଛି ଲୋକଙ୍କୁ ଶ୍ରମିକମାନଙ୍କ କାର୍ୟ୍ଯ ତଦାରଖ କରିବା ପାଇଁ ନିୟୁକ୍ତ କରିଥିଲେ। ସଠାେରେ 250 ଜଣ ତଦାରଖକାରୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ, ଇସ୍ରାଏଲର କିଛି ଲୋକଙ୍କୁ ଶ୍ରମିକମାନଙ୍କ କାର୍ଯ୍ୟ ତଦାରଖ କରିବା ପାଇଁ ନିଯୁକ୍ତ କରିଥିଲେ। ସେଠାରେ 250 ଜଣ ତଦାରଖକାରୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।