2 Chronicles 8:12 — Compare Translations

5 translations compared side by side

Odia - 1840
"ଏହାପରେ ଶଲୋମନ ସଦାପ୍ରଭୁଙ୍କ ୟଜ୍ଞବଦେୀ ଉପରେ ସଦାପ୍ରଭୁଙ୍କ ନିକଟରେ ହାମବେଳି ଉତ୍ସର୍ଗ କଲେ। ଶଲୋମନ ମନ୍ଦିରର ବାରଣ୍ଡା ସମ୍ମୁଖ ରେ ସହେି ବଳିବଦେୀ ନିର୍ମାଣ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁ ଶଲୋମନ ବରଣ୍ତା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶଲୋମନ ସଦାପ୍ରଭୁଙ୍କ ଯଜ୍ଞବେଦି ଉପରେ ସଦାପ୍ରଭୁଙ୍କ ନିକଟରେ ହୋମବଳି ଉତ୍ସର୍ଗ କଲେ। ଶଲୋମନ ମନ୍ଦିରର ବାରଣ୍ଡା ସମ୍ମୁଖରେ ସେହି ବଳିବେଦି ନିର୍ମାଣ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶଲୋମନ ବାରଣ୍ଡା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶଲୋମନ ବାରଣ୍ଡା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;