2 Chronicles 8:13 — Compare Translations

5 translations compared side by side

Odia - 1840
"ମାଶାେ ଯେଉଁ ପ୍ରକାର ଆଦେଶ ଦଇେଥିଲେ, ଶଲୋମନ ସହେି ପ୍ରକା ରେ ପ୍ରେତ୍ୟକକ ଦିନ ବଳି ଉତ୍ସର୍ଗ କଲେ। ବିଶ୍ରାମବାର, ଅମାବାସ୍ଯା ଉତ୍ସବ ଓ ତ୍ରଯବାର୍ଷିକ ଛୁଟିଦିବସ ଗୁଡ଼ିକରେ ବଳି ଉତ୍ସର୍ଗ କରାଯାଉ ଥିଲା। ଏହି ତ୍ରଯବାର୍ଷିକ ଛୁଟିଦିବସଗୁଡ଼ିକ ଥିଲା ବିନା ଖମୀରର ତାଡ଼ିଶୂନ୍ଯ ରୋଟୀର ପର୍ବ, ସପ୍ତାହବ୍ଯାପି ପର୍ବ ଓ ଆଶ୍ରଯଦାୟକ ପର୍ବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋଶାଙ୍କର ଆଜ୍ଞାପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୋଟୀର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ଵୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଯେଉଁ ପ୍ରକାର ଆଦେଶ ଦେଇଥିଲେ, ଶଲୋମନ ସେହି ପ୍ରକାରେ ପ୍ରତ୍ୟେକ ଦିନ ବଳି ଉତ୍ସର୍ଗ କଲେ। ବିଶ୍ରାମବାର, ଅମାବାସ୍ୟା ଉତ୍ସବ ଓ ତ୍ରୟବାର୍ଷିକ ଛୁଟିଦିବସ ଗୁଡ଼ିକରେ ବଳି ଉତ୍ସର୍ଗ କରାଯାଉ ଥିଲା। ଏହି ତ୍ରୟବାର୍ଷିକ ଛୁଟିଦିବସଗୁଡ଼ିକ ଥିଲା ବିନା ଖମୀରର ତାଡ଼ିଶୂନ୍ୟ ରୋଟୀର ପର୍ବ, ସପ୍ତାହବ୍ୟାପି ପର୍ବ ଓ ଆଶ୍ରୟଦାୟକ ପର୍ବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍‍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍‍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।