2 Chronicles 8:15 — Compare Translations
5 translations compared side by side
Odia - 1840
"ଯାଜକ ଓ ଲବେୀୟମାନେ ଠିକ୍ ସହେିପରି କଲେ, ଯାହା ଶଲୋମନ ସମାନଙ୍କେୁ ମନ୍ଦିର ରେ ଏବଂ ଏହାର କୋଷାଗାର ରେ କରିବା ପାଇଁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ତାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ଓ ଲେବୀୟମାନେ ଠିକ୍ ସେହିପରି କଲେ, ଯାହା ଶଲୋମନ ସେମାନଙ୍କୁ ମନ୍ଦିରରେ ଏବଂ ଏହାର କୋଷାଗାରରେ କରିବା ପାଇଁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ଡାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ଡାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ।