2 Chronicles 8:16 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତି ପ୍ରସ୍ତର ସ୍ଥାପିତ ହବୋ ଦିନଠାରୁ ସଦାପ୍ରଭୁଙ୍କ ମନ୍ଦିର ଶଷେ ନ ହେଲା ପର୍ୟ୍ଯନ୍ତ ଶଲୋମନଙ୍କର ସମସ୍ତ କାର୍ୟ୍ଯ ଭଲ ଭାବରେ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା । ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତି ପ୍ରସ୍ତର ସ୍ଥାପିତ ହେବା ଦିନଠାରୁ ସଦାପ୍ରଭୁଙ୍କ ମନ୍ଦିର ଶେଷ ନ ହେଲା ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ଭଲ ଭାବରେ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା।