2 Chronicles 8:17 — Compare Translations

5 translations compared side by side

Odia - 1840
"ଏହାପରେ ଶଲୋମନ ଇତ୍ସିୟୋନ-ଗବରେ ଓ ଏଲତ ସହରମାନଙ୍କୁ ଗଲେ। ସହେି ସହରଗୁଡ଼ିକ ଇଦୋମ ଦେଶ ରେ ସମୁଦ୍ର ନିକଟରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସୀୟୋନ-ଗେବରକୁ ଓ ଏଲତକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶଲୋମନ ଇତ୍‌ସିୟୋନ-ଗେବର ଓ ଏଲତ ସହରମାନଙ୍କୁ ଗଲେ। ସେହି ସହରଗୁଡ଼ିକ ଇଦୋମ ଦେଶରେ ସମୁଦ୍ର ନିକଟରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଶଲୋମନ ଇଦୋମ୍‍ ଦେଶର ସମୁଦ୍ରତୀରସ୍ଥ ଇତ୍‍ସିୟୋନ-ଗେବରକୁ ଓ ଏଲତ୍‍କୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଶଲୋମନ ଇଦୋମ୍‍ ଦେଶର ସମୁଦ୍ରତୀରସ୍ଥ ଇତ୍‍ସିୟୋନ-ଗେବରକୁ ଓ ଏଲତକୁ ଗଲେ।