2 Chronicles 8:18 — Compare Translations

5 translations compared side by side

Odia - 1840
"ହୂରମ୍ ଶଲୋମନଙ୍କ ନିକଟକୁ ଜାହାଜ ସବୁ ପଠାଇଲେ। ହୂରମ୍ଙ୍କ ନିଜସ୍ବ ଲୋକମାନେ ଜାହାଜଗୁଡ଼ିକୁ ବାହିଲେ। ହୂରମ୍ଙ୍କ ଲୋକମାନେ ଦକ୍ଷ ନାବିକ ଥିଲେ। ହୂରମ୍ଙ୍କ ଲୋକମାନେ ଶଲୋମନଙ୍କର ଦାସମାନଙ୍କ ସହିତ ଓଫୀରକୁ ଗଲେ ଓ ସଠାରୁେ ରାଜା ଶଲୋମନଙ୍କ ନିମନ୍ତେ 450 ତାଳନ୍ତ ସୁନା ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀର୍କୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳ; ସୁନା ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହୂରମ୍ ଶଲୋମନଙ୍କ ନିକଟକୁ ଜାହାଜ ସବୁ ପଠାଇଲେ। ହୂର‌ମ୍‌ଙ୍କ ନିଜସ୍ୱ ଲୋକମାନେ ଜାହାଜଗୁଡ଼ିକୁ ବାହିଲେ। ହୂର‌ମ୍‌ଙ୍କ ଲୋକମାନେ ଦକ୍ଷ ନାବିକ ଥିଲେ। ହୂର‌ମ୍‌ଙ୍କ ଲୋକମାନେ ଶଲୋମନଙ୍କର ଦାସମାନଙ୍କ ସହିତ ଓଫୀରକୁ ଗଲେ ଓ ସେଠାରୁ ରାଜା ଶଲୋମନଙ୍କ ନିମନ୍ତେ 450 ତାଳନ୍ତ ସୁନା ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ହୂରମ୍‍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀରକୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳନ୍ତ ସୁନା ଆଣିଲେ।
Odia IRV 2017 (ଓଡିଆ ବାଇବେଲ)