2 Chronicles 8:2 — Compare Translations

5 translations compared side by side

Odia - 1840
"ଏହାପରେ ହୂରମ ରାଜା ଦଇେଥିବା ସହରଗୁଡ଼ିକୁ ଶଲୋମନ ଆଉଥରେ ନିର୍ମାଣ କଲେ। ଆଉ ଶଲୋମନ ଏହି ସହରଗୁଡ଼ିକରେ ବାସ କରିବା ନିମନ୍ତେ କିଛି ଇଶ୍ରାୟେଲୀୟ ଲୋକଙ୍କୁ ଅନୁମତି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେ ଯେ ନଗର ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ହୂରମ୍ ରାଜା ଦେଇଥିବା ସହରଗୁଡ଼ିକୁ ଶଲୋମନ ଆଉଥରେ ନିର୍ମାଣ କଲେ। ଆଉ ଶଲୋମନ ଏହି ସହରଗୁଡ଼ିକରେ ବାସ କରିବା ନିମନ୍ତେ କିଛି ଇସ୍ରାଏଲୀୟ ଲୋକଙ୍କୁ ଅନୁମତି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ହୂରମ୍‍ ଶଲୋମନଙ୍କୁ ଯେଉଁ ଯେଉଁ ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ହୂରମ୍‍ ଶଲୋମନଙ୍କୁ ଯେଉଁ ଯେଉଁ ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ ସନ୍ତାନଗଣକୁ ବାସ କରାଇଲେ।