2 Chronicles 8:3 — Compare Translations

5 translations compared side by side

Odia - 1840
"ଏହାପରେ ଶଲୋମନ ସୋବାସ୍ଥିତ ହମାତ୍କୁ ଗଲେ ଓ ତାହାକୁ ଅଧିକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶଲୋମନ ହମାତ୍-ସୋବାକୁ ଯାଇ ତାହା ପରାସ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶଲୋମନ ସୋବାସ୍ଥିତ ହମାତ୍‌କୁ ଗଲେ ଓ ତାହାକୁ ଅଧିକାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶଲୋମନ ହମାତ୍‍-ସୋବାକୁ ଯାଇ ତାହା ପରାସ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶଲୋମନ ହମାତ୍‍-ସୋବାକୁ ଯାଇ ତାହା ପରାସ୍ତ କଲେ।