2 Chronicles 8:4 — Compare Translations
5 translations compared side by side
Odia - 1840
"ଶଲୋମନ ମଧ୍ଯ ମରୁଭୂମି ମଧିଅରେ ତଦ୍ ମାେର୍ ସହର ନିର୍ମାଣ କଲେ। ସେ ପ୍ରତିରକ୍ଷା ନିମନ୍ତେ ହମାତ୍ ରେ ସମସ୍ତ ସହର ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ରେ ଭଣ୍ତାର-ନଗରସବୁ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ମଧ୍ୟ ମରୁଭୂମି ମଧ୍ୟରେ ତଦ୍ମୋର୍ ସହର ନିର୍ମାଣ କଲେ। ସେ ପ୍ରତିରକ୍ଷା ନିମନ୍ତେ ହମାତ୍ରେ ସମସ୍ତ ସହର ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ତରେ ଭଣ୍ଡାର-ନଗରସବୁ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ତରେ ଭଣ୍ଡାର-ନଗରସବୁ ନିର୍ମାଣ କଲେ।