2 Chronicles 8:5 — Compare Translations

5 translations compared side by side

Odia - 1840
"ଶଲୋମନ ଉର୍ଦ୍ଧ୍ବସ୍ଥ ବୈଥ୍ହାରେଣ୍ ଓ ନୀଚ୍ଚସ୍ଥ ବୈଥହାରଣରେ ସହରଗୁଡ଼ିକୁ ଆଉଥରେ ନିର୍ମାଣ କଲେ। ସେ ଏହି ସହରଗୁଡ଼ିକୁ ଦୃଢ଼ ଦୁର୍ଗ ରେ ପରିଣତ କଲେ। ସହେି ସହରଗୁଡ଼ିକରେ ଅତି ସୁଦୃଢ଼ ପ୍ରାଚୀର, ଦ୍ବାର ଓ ଦ୍ବାରଗୁଡ଼ିକରେ ଦୃଢ଼ ଅର୍ଗଳ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ଉପରିସ୍ଥ ବୈଥୋରୋଣ ଓ ନୀଚସ୍ଥ ବୈଥୋରଣ, ପ୍ରାଚୀରବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ଵାର ଓ ଅର୍ଗଳ ସମେତ ନିର୍ମାଣ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଊର୍ଦ୍ଧ୍ୱସ୍ଥ ବୈ‌ଥ୍‌-ହୋରଣ୍ ଓ ନୀଚ୍ଚସ୍ଥ ବୈଥ୍ ହୋରଣର ସହରଗୁଡ଼ିକୁ ଆଉଥରେ ନିର୍ମାଣ କଲେ। ସେ ଏହି ସହରଗୁଡ଼ିକୁ ଦୃଢ଼ ଦୁର୍ଗରେ ପରିଣତ କଲେ। ସେହି ସହରଗୁଡ଼ିକରେ ଅତି ସୁଦୃଢ଼ ପ୍ରାଚୀର, ଦ୍ୱାର ଓ ଦ୍ୱାରଗୁଡ଼ିକରେ ଦୃଢ଼ ଅର୍ଗଳ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ଉପରିସ୍ଥ ବେଥ୍-ହୋରଣ ଓ ନୀଚସ୍ଥ ବେଥ୍-ହୋରଣ, ପ୍ରାଚୀର-ବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ୱାର ଓ ଅର୍ଗଳ ସମେତ ନିର୍ମାଣ କଲେ;
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ଉପରିସ୍ଥ ବେଥ୍-ହୋରଣ ଓ ନୀଚସ୍ଥ ବେଥ୍-ହୋରଣ, ପ୍ରାଚୀରବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ୱାର ଓ ଅର୍ଗଳ ସମେତ ନିର୍ମାଣ କଲେ;