2 Chronicles 8:6 — Compare Translations

5 translations compared side by side

Odia - 1840
"ଏବଂ ଶଲୋମନ ବାଲତ୍ ସହର ଓ ଅନ୍ୟ ନଗରଗୁଡ଼ିକୁ ସୁଦୃଢ଼ କରିଥିଲେ, ଯେଉଁଠା ରେ ସେ ସୈନ୍ଯମାନଙ୍କ ଛାଉଣୀ ପକାଇଥିଲେ। ସେ ଆହୁରି ଅନକେ ନଗରସବୁ ନିର୍ମାଣ କଲେ, ଯେଉଁଠା ରେ ୟୁଦ୍ଧରଥ ସବୁ ରଖା ଯାଉଥିଲା ଓ ଅଶ୍ବାରୋହୀମାନେ ବାସ କରୁଥିଲେ। ଶଲୋମନ ୟିରୁଶାଲମ, ଲିବାନୋନ ରେ ଓ ସେ ରାଜା ଥିବା ସମସ୍ତ ଦେଶ ରେ ଯାହା ନିର୍ମାଣ କରିବାକୁ ଚାହିଁଲେ, ତାହା ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ତାର-ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ଵାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନ୍ରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଶଲୋମନ ବାଲତ୍ ସହର ଓ ଅନ୍ୟ ନଗରଗୁଡ଼ିକୁ ସୁଦୃଢ଼ କରିଥିଲେ, ଯେଉଁଠାରେ ସେ ସୈନ୍ୟମାନଙ୍କ ଛାଉଣି ପକାଇଥିଲେ। ସେ ଆହୁରି ଅନେକ ନଗରସବୁ ନିର୍ମାଣ କଲେ, ଯେଉଁଠାରେ ଯୁଦ୍ଧରଥ ସବୁ ରଖା ଯାଉଥିଲା ଓ ଅଶ୍ୱାରୋହୀମାନେ ବାସ କରୁଥିଲେ। ଶଲୋମନ ଯିରୁଶାଲମ, ଲିବାନୋ‌ନ୍‌ରେ ଓ ସେ ରାଜା ଥିବା ସମସ୍ତ ଦେଶରେ ଯାହା ନିର୍ମାଣ କରିବାକୁ ଗ୍ଭହିଁଲେ, ତାହା ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବାଲତ୍‍ ଓ ଶଲୋମନଙ୍କର ସମସ୍ତ ଭଣ୍ଡାର ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ୱାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)