2 Chronicles 8:7 — Compare Translations
5 translations compared side by side
Odia - 1840
"ସଠାେରେ ହିତ୍ତୀଯ, ଇମାରେୀୟ, ପରିଷୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ବାସ କରୁଥିଲେ। ସମାନେେ ଇଶ୍ରାୟେଲୀୟ ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ବାସ କରୁଥିଲେ। ସେମାନେ ଇସ୍ରାଏଲୀୟ ନୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ,
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ,