2 Chronicles 8:9 — Compare Translations
5 translations compared side by side
Odia - 1840
"ଶଲୋମନ ଇଶ୍ରାୟେଲର ଲୋକମାନଙ୍କୁ କ୍ରୀତଦାସ ହବୋ ନିମନ୍ତେ ବାଧ୍ଯ କଲେ ନାହିଁ। ଇଶ୍ରାୟେଲର ଲୋକମାନେ ଶଲୋମନଙ୍କର ଦୁର୍ଦ୍ଦଷ ଯୋଦ୍ଧା ଥିଲେ। ସମାନେେ ଶ ଲୋମନଙ୍କର ସାମରିକ ବାହିନୀର ପଦାଧିକାରୀ ଥିଲେ। ସମାନେେ ଶଲୋମନଙ୍କର ୟୁଦ୍ଧ ରଥର ସନୋପତି ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ଵାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଇସ୍ରାଏଲର ଲୋକମାନଙ୍କୁ କ୍ରୀତଦାସ ହେବା ନିମନ୍ତେ ବାଧ୍ୟ କଲେ ନାହିଁ। ଇସ୍ରାଏଲର ଲୋକମାନେ ଶଲୋମନଙ୍କର ଦୁର୍ଦ୍ଦଷ ଯୋଦ୍ଧା ଥିଲେ। ସେମାନେ ଶଲୋମନଙ୍କର ସାମରିକ ବାହିନୀର ପଦାଧିକାରୀ ଥିଲେ। ସେମାନେ ଶଲୋମନଙ୍କର ଯୁଦ୍ଧ ରଥର ସେନାପତି ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ୱାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ୱାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ।