2 Chronicles 9:10 — Compare Translations

5 translations compared side by side

Odia - 1840
"ହୂରମ୍ଙ୍କ ଦାସ ଓ ଶଲୋମନଙ୍କ ଦାସମାନେ ଓଫୀରକୁ ସୁନା ଆଣିଲେ। ଆହୁରି ମଧ୍ଯ, ସମାନେେ ଆଲ୍ଗମ୍ କାଠ ଓ ବହୁମୂଲ୍ଯ ପଥରସବୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହୂରମ୍ର ଯେଉଁ ଦାସମାନେ ଓ ଶଲୋମନଙ୍କର ଯେଉଁ ଦାସମାନେ ଓଫୀର୍ରୁ ସୁବର୍ଣ୍ଣ ଆଣିଲେ, ସେମାନେ ମଧ୍ୟ ଚନ୍ଦନକାଷ୍ଠ ଓ ମଣି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହୂର‌ମ୍‌ଙ୍କ ଦାସ ଓ ଶଲୋମନଙ୍କ ଦାସମାନେ ଓଫୀରକୁ ସୁନା ଆଣିଲେ। ଆହୁରି ମଧ୍ୟ, ସେମାନେ ଆ‌ଲ୍‌ଗମ୍ କାଠ ଓ ବହୁମୂଲ୍ୟ ପଥରସବୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ହୂରମ୍‍ର ଯେଉଁ ଦାସମାନେ ଓ ଶଲୋମନଙ୍କର ଯେଉଁ ଦାସମାନେ ଓଫୀରରୁ ସୁବର୍ଣ୍ଣ ଆଣିଲେ, ସେମାନେ ମଧ୍ୟ ଚନ୍ଦନ କାଷ୍ଠ ଓ ମଣି ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ହୂରମ୍‍ର ଯେଉଁ ଦାସମାନେ ଓ ଶଲୋମନଙ୍କର ଯେଉଁ ଦାସମାନେ ଓଫୀରରୁ ସୁବର୍ଣ୍ଣ ଆଣିଲେ, ସେମାନେ ମଧ୍ୟ ଚନ୍ଦନ କାଷ୍ଠ ଓ ମଣି ଆଣିଲେ।