2 Chronicles 9:11 — Compare Translations

5 translations compared side by side

Odia - 1840
"ରାଜା ଶ ଲୋମନ ସଦାପ୍ରଭୁଙ୍କ ମନ୍ଦିରର ପହାଚ ଓ ରାଜାଙ୍କ ଗୃହ ନିର୍ମାଣ କରିବା ନିମନ୍ତେ ଆଲ୍ଗମ୍ କାଠକୁ ବ୍ଯବହାର କଲେ। ଶଲୋମନ ଗାଯକମାନଙ୍କ ନିମନ୍ତେ ବୀଣା ଓ ସାରଙ୍ଗ ବାଦ୍ଯ ନିର୍ମାଣ କରିବା ନିମନ୍ତେ ମଧ୍ଯ ଆଲ୍ଗମ୍ କାଠ ବ୍ଯବହାର କଲେ। ଯିହୁଦା ଦେଶର କୌଣସି ବ୍ଯକ୍ତି ଆଲ୍ଗମ୍ କାଠରୁ ଏପ୍ରକାର ସୁନ୍ଦର ବସ୍ତ୍ର ନିର୍ମିତ ହବୋ ପୂର୍ବରୁ କବେେ ମଧ୍ଯ ଦେଖି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ରାଜା ସେହି ଚନ୍ଦନକାଷ୍ଠ ଦ୍ଵାରା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସୋପାନ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ପ୍ରସ୍ତୁତ କଲେ; ଏପରି ଚନ୍ଦନକାଷ୍ଠ ପୂର୍ବରେ ଯିହୁଦା ଦେଶରେ ଦେଖାଯାଇ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରର ପହାଚ ଓ ରାଜାଙ୍କ ଗୃହ ନିର୍ମାଣ କରିବା ନିମନ୍ତେ ଆ‌ଲ୍‌ଗମ୍ କାଠକୁ ବ୍ୟବହାର କଲେ। ଶଲୋମନ ଗାୟକମାନଙ୍କ ନିମନ୍ତେ ବୀଣା ଓ ସାରଙ୍ଗ ବାଦ୍ୟ ନିର୍ମାଣ କରିବା ନିମନ୍ତେ ମଧ୍ୟ ଆ‌ଲ୍‌ଗମ୍ କାଠ ବ୍ୟବହାର କଲେ। ଯିହୁଦା ଦେଶର କୌଣସି ବ୍ୟକ୍ତି ଆ‌ଲ୍‌ଗମ୍ କାଠରୁ ଏପ୍ରକାର ସୁନ୍ଦର ବସ୍ତୁ ନିର୍ମିତ ହେବା ପୂର୍ବରୁ କେବେ ମଧ୍ୟ ଦେଖି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ରାଜା ସେହି ଚନ୍ଦନ କାଷ୍ଠ ଦ୍ୱାରା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସୋପାନ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ପ୍ରସ୍ତୁତ କଲେ; ଏପରି ଚନ୍ଦନ କାଷ୍ଠ ପୂର୍ବରେ ଯିହୁଦା ଦେଶରେ ଦେଖାଯାଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ରାଜା ସେହି ଚନ୍ଦନ କାଷ୍ଠ ଦ୍ୱାରା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସୋପାନ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ପ୍ରସ୍ତୁତ କଲେ; ଏପରି ଚନ୍ଦନ କାଷ୍ଠ ପୂର୍ବରେ ଯିହୁଦା ଦେଶରେ ଦେଖାଯାଇ ନ ଥିଲା।