2 Chronicles 9:12 — Compare Translations
5 translations compared side by side
Odia - 1840
"ଶିବାର ରାଣୀ ରାଜା ଶଲୋମନଙ୍କୁ ଯାହାକିଛି ମାଗିଲେ, ସେ ତାଙ୍କୁ ସହେି ସମସ୍ତ ପ୍ରଦାନ କଲେ। ଶିବାରା ରାଣୀ ତାଙ୍କୁ ଦବୋ ନିମନ୍ତେ ଯେଉଁସବୁ ବସ୍ତୁ ଆଣିଥିଲେ, ଶଲୋମନ ତାହାଠାରୁ ଅଧିକ ପରିମାଣ ରେ ବସ୍ତୁ ତାଙ୍କୁ ଦେଲେ। ଏହାପରେ ଶିବାର ରାଣୀ ଓ ତାଙ୍କର ଦାସମାନେ ନିଜ ଦେଶକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, (ତାହା ଛଡ଼ା ରାଜାଙ୍କ ନିକଟକୁ ତାହାର ଆନୀତ ଦ୍ରବ୍ୟର ପ୍ରତିଦାନ କଲେ) । ଏଥି ଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶିବାର ରାଣୀ ରାଜା ଶଲୋମନଙ୍କୁ ଯାହାକିଛି ମାଗିଲେ, ସେ ତାଙ୍କୁ ସେହି ସମସ୍ତ ପ୍ରଦାନ କଲେ। ଶିବାର ରାଣୀ ତାଙ୍କୁ ଦେବା ନିମନ୍ତେ ଯେଉଁସବୁ ବସ୍ତୁ ଆଣିଥିଲେ, ଶଲୋମନ ତାହାଠାରୁ ଅଧିକ ପରିମାଣରେ ବସ୍ତୁ ତାଙ୍କୁ ଦେଲେ। ଏହା ପରେ ଶିବାର ରାଣୀ ଓ ତାଙ୍କର ଦାସମାନେ ନିଜ ଦେଶକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, (ତାହା ଛଡ଼ା ରାଜାଙ୍କ ନିକଟକୁ ତାହାର ଆନୀତ ଦ୍ରବ୍ୟର ପ୍ରତିଦାନ କଲେ) ଏଥିଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, (ତାହା ଛଡ଼ା ରାଜାଙ୍କ ନିକଟକୁ ତାହାର ଆନୀତ ଦ୍ରବ୍ୟର ପ୍ରତିଦାନ କଲେ) ଏଥିଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।