2 Chronicles 9:14 — Compare Translations
5 translations compared side by side
Odia - 1840
"ଭ୍ରମଣକାରୀ ବଣିକ ଓ ବ୍ଯବସାଯୀମାନେ ଶଲୋମନଙ୍କ ନିମନ୍ତେ ଆହୁରି ସୁନା ଆଣିଲେ। ଆରବର ସମସ୍ତ ରାଜାଗଣ ଓ ଦେଶର ଶାସକଗଣ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ନଇେ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଛଡ଼ା ପାଇକରମାନେ ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଭ୍ରମଣକାରୀ ବଣିକ ଓ ବ୍ୟବସାୟୀମାନେ ଶଲୋମନଙ୍କ ନିମନ୍ତେ ଆହୁରି ସୁନା ଆଣିଲେ। ଆରବର ସମସ୍ତ ରାଜାଗଣ ଓ ଦେଶର ଶାସକଗଣ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ନେଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଛଡ଼ା ପାଇକର ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ତାହା ଛଡ଼ା ପାଇକର ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ।