2 Chronicles 9:15 — Compare Translations
5 translations compared side by side
Odia - 1840
"ଶ ଲୋମନ ପିଟା ସୁନାରୁ 200 ବୃହତ୍ ଢ଼ାଲ ନିର୍ମାଣ କଲେ। ପ୍ରେତ୍ୟକକଟି ଢ଼ାଲ ନିମନ୍ତେ 600 ଶକେଲ ପିଟା ସୁନା ବ୍ଯବହୃତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ (ଶେକଲ) ସୁନା ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ପିଟା ସୁନାରୁ 200 ବୃହତ୍ ଢାଲ ନିର୍ମାଣ କଲେ। ପ୍ରତ୍ୟେକଟି ଢାଲ ନିମନ୍ତେ 600 ଶେକଲ ପିଟା ସୁନା ବ୍ୟବହୃତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ ଶେକଲ ସୁନା ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ ଶେକଲ ସୁନା ଲାଗିଲା।