2 Chronicles 9:16 — Compare Translations
5 translations compared side by side
Odia - 1840
"ଆହୁରି ମଧ୍ଯ ଶଲୋମନ ପିଟା ସୁନାରୁ 300ଟି କ୍ଷୁଦ୍ର ଢ଼ାଲ ନିର୍ମାଣ କଲେ। ପ୍ରେତ୍ୟକକ ଢ଼ାଲ ନିମନ୍ତେ 300 ଶକେଲ ସୁନା ବ୍ଯବହୃତ ହାଇେଥିଲା। ରାଜା ଶଲୋମନ ଲିବାନୋନର ଅରଣ୍ଯ ନାମକ ଗୃହ ରେ ଏହି ସୁବର୍ଣ୍ଣ ଢ଼ାଲଗୁଡ଼ିକ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ଶହ (ଶେକଲ) ସୁନା ଲାଗିଲା; ଆଉ, ରାଜା ଲିବାନୋନ୍ ଅରଣ୍ୟ-ଗୃହରେ ତାହାସବୁ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମଧ୍ୟ ଶଲୋମନ ପିଟା ସୁନାରୁ 300ଟି କ୍ଷୁଦ୍ର ଢାଲ ନିର୍ମାଣ କଲେ। ପ୍ରତ୍ୟେକ ଢାଲ ନିମନ୍ତେ 300 ଶେକଲ ସୁନା ବ୍ୟବହୃତ ହୋଇଥିଲା। ରାଜା ଶଲୋମନ “ଲିବାନୋନ୍ର ଅରଣ୍ୟ” ନାମକ ଗୃହରେ ଏହି ସୁବର୍ଣ୍ଣ ଢାଲଗୁଡ଼ିକ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ, ରାଜା ଲିବାନୋନ-ଅରଣ୍ୟ ଗୃହରେ ତାହାସବୁ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ, ରାଜା ଲିବାନୋନ ଅରଣ୍ୟ-ଗୃହରେ ତାହାସବୁ ରଖିଲେ।