2 Chronicles 9:17 — Compare Translations
5 translations compared side by side
Odia - 1840
"ରାଜା ଶଲୋମନ ଏକ ବୃହତ୍ ସିଂହାସନ ନିର୍ମାଣ କରିବା ନିମନ୍ତେ ହାତୀଦାନ୍ତର ବ୍ଯବହାର କଲେ। ସେ ସହେି ସିଂହାସନକୁ ଖାଣ୍ଟି ସୁନା ଦ୍ବାରା ଆବୃତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନ ଏକ ବୃହତ୍ ସିଂହାସନ ନିର୍ମାଣ କରିବା ନିମନ୍ତେ ହାତୀଦାନ୍ତର ବ୍ୟବହାର କଲେ। ସେ ସେହି ସିଂହାସନକୁ ଖାଣ୍ଟି ସୁନା ଦ୍ୱାରା ଆବୃତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ରାଜା ହସ୍ତୀଦନ୍ତର ଗୋଟିଏ ବୃହତ୍ ସିଂହାସନ ନିର୍ମାଣ କରି ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ।