2 Chronicles 9:18 — Compare Translations
5 translations compared side by side
Odia - 1840
"ସହେି ଛଅ ଗୋଟି ପାହାଚ ସିଂହାସନ ନିକଟକୁ ରାସ୍ତା କଢ଼ାଇ ନଲୋ। ସୁନା ରେ ନିର୍ମିତ ଏକ ପାଦପୀଠ ତାହାର ଥିଲା। ସିଂହାସନର ଆସନର ଉଭୟ ପାଶର୍ବ ରେ ବାହୁଭରାମାନ ଥିଲା। ପ୍ରେତ୍ୟକକ ବାହୁଭରାର ପାଶର୍ବ ରେ ଗୋଟିଏ ଲଖାଏଁେ ସିଂହମୂର୍ତ୍ତି ଦଣ୍ଡାଯମାନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସିଂହାସନରେ ଏକ ସ୍ଵର୍ଣ୍ଣମୟ ପାଦପୀଠ ସହିତ ଛଅ ପାବଚ୍ଛ ସିଂହାସନ ସଂଯୁକ୍ତ ହୋଇଥିଲା, ଆଉ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ଵନ ଥିଲା ଓ ସେହି ହସ୍ତାବଲମ୍ଵନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଛଅ ଗୋଟି ପାହାଚ ସିଂହାସନ ନିକଟକୁ ରାସ୍ତା କଢ଼ାଇ ନେଲା। ସୁନାରେ ନିର୍ମିତ ଏକ ପାଦପୀଠ ତାହାର ଥିଲା। ସିଂହାସନର ଆସନର ଉଭୟ ପାର୍ଶ୍ୱରେ ବାହୁଭରାମାନ ଥିଲା। ପ୍ରତ୍ୟେକ ବାହୁଭରାର ପାର୍ଶ୍ୱରେ ଗୋଟିଏ ଲେଖାଏଁ ସିଂହମୂର୍ତ୍ତି ଦଣ୍ଡାୟମାନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସିଂହାସନରେ ଏକ ସ୍ୱର୍ଣ୍ଣମୟ ପାଦପୀଠ ସହିତ ଛଅ ପାହାଚ ସିଂହାସନ ସଂଯୁକ୍ତ ହୋଇଥିଲା, ଆଉ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସିଂହାସନରେ ଏକ ସ୍ୱର୍ଣ୍ଣମୟ ପାଦପୀଠ ସହିତ ଛଅ ପାହାଚ ସିଂହାସନ ସଂଯୁକ୍ତ ହୋଇଥିଲା, ଆଉ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।