2 Chronicles 9:19 — Compare Translations
5 translations compared side by side
Odia - 1840
"ଛଅ ଗୋଟି ପାହାଚ ରେ ବାର ଗୋଟି ସିଂହଙ୍କର ପ୍ରତିମୂର୍ତ୍ତି ଥିଲା। ପ୍ରେତ୍ୟକକ ପାହାଚର ଶଷେ ରେ ଗୋଟିଏ ସିଂହ ଥିଲା। ଅନ୍ୟ କୌଣସି ରାଜ୍ଯ ରେ ଏ ପ୍ରକାର ସିଂହାସନ ନିର୍ମିତ ହାଇେ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଛଅ ପାବଚ୍ଛ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ନୋହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଛଅ ଗୋଟି ପାହାଚରେ ବାର ଗୋଟି ସିଂହଙ୍କର ପ୍ରତିମୂର୍ତ୍ତି ଥିଲା। ପ୍ରତ୍ୟେକ ପାହାଚର ଶେଷରେ ଗୋଟିଏ ସିଂହ ଥିଲା। ଅନ୍ୟ କୌଣସି ରାଜ୍ୟରେ ଏ ପ୍ରକାର ସିଂହାସନ ନିର୍ମିତ ହୋଇ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଛଅ ପାହାଚ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ନୋହିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ଛଅ ପାହାଚ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ନୋହିଲା।