2 Chronicles 9:2 — Compare Translations

5 translations compared side by side

Odia - 1840
"ଶଲୋମନ ତାଙ୍କର ସମସ୍ତ ପ୍ରଶ୍ନର ଉତ୍ତର ଦେଲେ। ଶଲୋମନଙ୍କ ନିମନ୍ତେ ଉତ୍ତର ଦବୋ କିମ୍ବା ବୁଝାଇ ଦବୋ ପାଇଁ କୌଣସି କଠିନ ବିଷଯ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ତାଙ୍କର ସମସ୍ତ ପ୍ରଶ୍ନର ଉତ୍ତର ଦେଲେ। ଶଲୋମନଙ୍କ ନିମନ୍ତେ ଉତ୍ତର ଦେବା କିମ୍ବା ବୁଝାଇ ଦେବା ପାଇଁ କୌଣସି କଠିନ ବିଷୟ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ।