2 Chronicles 9:20 — Compare Translations
5 translations compared side by side
Odia - 1840
"ରାଜା ଶଲୋମନଙ୍କର ସମସ୍ତ ପାନପାତ୍ର ସ୍ଥାନ ରେ ନିର୍ମିତ ହାଇେଥିଲା। ଲିବାନୋନର ଅରଣ୍ଯସ୍ଥିତ ଗୃହର ସମସ୍ତ ଗୃହୋପକରଣ ଖାଣ୍ଟି ସୁନା ରେ ନିର୍ମିତ ହାଇେଥିଲା। ଶ ଲୋମନଙ୍କ ସମୟରେ ରୂପା ଏକ ବହୁମୂଲ୍ଯ ଦ୍ରବ୍ଯରୂପେ ଗଣ୍ଯ ହେଉ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ୍ ଅରଣ୍ୟ-ଗୃହର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନଙ୍କର ସମସ୍ତ ପାନପାତ୍ର ସ୍ଥାନରେ ନିର୍ମିତ ହୋଇଥିଲା। “ଲିବାନୋନ୍ର ଅରଣ୍ୟସ୍ଥିତ” ଗୃହର ସମସ୍ତ ଗୃହୋପକରଣ ଖାଣ୍ଟି ସୁନାରେ ନିର୍ମିତ ହୋଇଥିଲା। ଶଲୋମନଙ୍କ ସମୟରେ ରୂପା ଏକ ବହୁମୂଲ୍ୟ ଦ୍ରବ୍ୟରୂପେ ଗଣ୍ୟ ହେଉ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ ଗୃହର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।
Odia IRV 2017 (ଓଡିଆ ବାଇବେଲ)
ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ ଅରଣ୍ୟ-ଗୃହର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।