2 Chronicles 9:22 — Compare Translations
5 translations compared side by side
Odia - 1840
"ରାଜା ଶଲୋମନ ପୃଥିବୀସ୍ଥ ଅନ୍ୟ ରାଜାମାନଙ୍କଠାରୁ ଧନସମ୍ପଦ ଓ ଜ୍ଞାନ ରେ ଅତ୍ଯନ୍ତ ମହାନ୍ ହାଇେ ଉଠିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଶଲୋମନ ରାଜା ଐଶ୍ଵର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନ ପୃଥିବୀସ୍ଥ ଅନ୍ୟ ରାଜାମାନଙ୍କଠାରୁ ଧନସମ୍ପଦ ଓ ଜ୍ଞାନରେ ଅତ୍ୟନ୍ତ ମହାନ ହୋଇ ଉଠିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କ ଅପେକ୍ଷା ମହାନ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କ ଅପେକ୍ଷା ମହାନ୍ ହେଲେ।