2 Chronicles 9:23 — Compare Translations
5 translations compared side by side
Odia - 1840
"ପୃଥିବୀର ସମସ୍ତ ରାଜାଗଣ ଶ ଲୋମନଙ୍କୁ ସାକ୍ଷାତ କରିବାକୁ ଓ ତାଙ୍କର ଜ୍ଞାନପୂର୍ଣ୍ଣ ବିଚାର ଶୁଣିବା ପାଇଁ ଆସିବାକୁ ଲାଗିଲେ। ପରମେଶ୍ବର ଶଲୋମନଙ୍କୁ ସହେିପରି ଜ୍ଞାନ ପ୍ରଦାନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପରମେଶ୍ଵର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତହିଁର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ରାଜା ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀର ସମସ୍ତ ରାଜାଗଣ ଶଲୋମନଙ୍କୁ ସାକ୍ଷାତ କରିବାକୁ ଓ ତାଙ୍କର ଜ୍ଞାନପୂର୍ଣ୍ଣ ବିଗ୍ଭର ଶୁଣିବା ପାଇଁ ଆସିବାକୁ ଲାଗିଲେ। ପରମେଶ୍ୱର ଶଲୋମନଙ୍କୁ ସେହିପରି ଜ୍ଞାନ ପ୍ରଦାନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତହିଁର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ରାଜା ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତହିଁର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ରାଜା ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।