2 Chronicles 9:24 — Compare Translations

5 translations compared side by side

Odia - 1840
"ପ୍ରତି ବର୍ଷ ସହେି ରାଜାମାନେ ଶଲୋମନଙ୍କ ନିମନ୍ତେ ଉପହାରମାନ ନଇେ ଆସୁଥିଲେ। ସମାନେେ ସୁନା, ରୂପା ଦ୍ରବ୍ଯ, ବସ୍ତ୍ର, ୟୁଦ୍ଧସାଜ, ମଶାଲ, ଅଶ୍ବଗୁଡ଼ିକ ଓ ଖଚରମାନ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣାର ଭେଟୀ ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର, ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧିଦ୍ରବ୍ୟ, ଅଶ୍ଵ ଓ ଖଚର ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତି ବର୍ଷ ସେହି ରାଜାମାନେ ଶଲୋମନଙ୍କ ନିମନ୍ତେ ଉପହାରମାନ ନେଇ ଆସୁଥିଲେ। ସେମାନେ ସୁନା, ରୂପା ଦ୍ରବ୍ୟ, ବସ୍ତ୍ର, ଯୁଦ୍ଧସାଜ, ମଶାଲ, ଅଶ୍ୱଗୁଡ଼ିକ ଓ ଖଚରମାନ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣାର ଭେଟି ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର, ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣାର ଭେଟୀ ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର, ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।