2 Chronicles 9:25 — Compare Translations

5 translations compared side by side

Odia - 1840
"ଅଶ୍ବ ଓ ରଥମାନଙ୍କୁ ରଖବା ନିମନ୍ତେ ଶଲୋମନଙ୍କର 4,000 ଅଶ୍ବଶାଳା ଥିଲା। ତାଙ୍କର 12,000 ରଥଚାଳକ ଥିଲେ। ଶଲୋମନ ସମାନଙ୍କେୁ ତାଙ୍କ ସଙ୍ଗ ରେ ୟିରୁଶାଲମ ରେ ଓ ରଥ ନିମନ୍ତେ ନିର୍ମିତ ବିଶଷେ ନଗରଗୁଡ଼ିକରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶଲୋମନଙ୍କର ଅଶ୍ଵ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ଵାରୂଢ଼ ଥିଲେ, ଏସବୁକୁ ସେ ରଥ ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଶ୍ୱ ଓ ରଥମାନଙ୍କୁ ରଖବା ନିମନ୍ତେ ଶଲୋମନଙ୍କର 4000 ଅଶ୍ୱଶାଳା ଥିଲା। ତାଙ୍କର 12,000 ରଥଗ୍ଭଳକ ଥିଲେ। ଶଲୋମନ ସେମାନଙ୍କୁ ତାଙ୍କ ସଙ୍ଗରେ ଯିରୁଶାଲମରେ ଓ ରଥ ନିମନ୍ତେ ନିର୍ମିତ ବିଶେଷ ନଗରଗୁଡ଼ିକରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶଲୋମନଙ୍କର ଅଶ୍ୱ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ୱାରୂଢ଼ ଥିଲେ, ଏସବୁକୁ ସେ ରଥ-ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଶଲୋମନଙ୍କର ଅଶ୍ୱ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ୱାରୂଢ଼ ଥିଲେ, ଏସବୁକୁ ସେ ରଥ ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ।