2 Chronicles 9:26 — Compare Translations

5 translations compared side by side

Odia - 1840
"ଫରାତ୍ ନଦୀଠାରୁ ଆରମ୍ଭ କରି ପଲେଷ୍ଟୀୟ ଲୋକମାନଙ୍କର ଦେଶ ଓ ମିଶରର ସୀମା ପର୍ୟ୍ଯନ୍ତ ସମସ୍ତ ଦେଶ ଉପରେ ଶଲୋମନ ରାଜା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ (ଫରାତ୍) ନଦୀଠାରୁ ପଲେଷ୍ଟୀୟ-ମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ଵ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଫରାତ୍ ନଦୀଠାରୁ ଆରମ୍ଭ କରି ପଲେଷ୍ଟୀୟ ଲୋକମାନଙ୍କର ଦେଶ ଓ ମିଶରର ସୀମା ପର୍ଯ୍ୟନ୍ତ ସମସ୍ତ ଦେଶ ଉପରେ ଶଲୋମନ ରାଜା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ୱ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ୱ କଲେ।