2 Chronicles 9:27 — Compare Translations
5 translations compared side by side
Odia - 1840
"ରୂପାର ପରିମାଣ ଏତେ ଥିଲା ଯେ, ତାହା ୟିରୁଶାଲମର ଗୋଡ଼ି, ପଥର ତୁଲ୍ଯ ଥିଲା। ଆଉ, ତାଙ୍କ ନିକଟରେ ଏତେ ପରିମାଣର ଦବଦୋରୁ କାଠ ଥିଲା ଯେ, ତାହା ଡ଼ିମ୍ବିରିଗଛ ତୁଲ୍ଯ ଥିଲା, ଯାହା ମାଳଭୂମିରେ ୟଥେଷ୍ଟ ପରିମାଣ ରେ ବଢ଼େ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମିରି ବୃକ୍ଷ ପରି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରୂପାର ପରିମାଣ ଏତେ ଥିଲା ଯେ, ତାହା ଯିରୁଶାଲମର ଗୋଡ଼ି, ପଥର ତୁଲ୍ୟ ଥିଲା। ଆଉ, ତାଙ୍କ ନିକଟରେ ଏତେ ପରିମାଣର ଦେବଦାରୁ କାଠ ଥିଲା ଯେ, ତାହା ଡିମ୍ବିରିଗଛ ତୁଲ୍ୟ ଥିଲା, ଯାହା ମାଳଭୂମିରେ ଯଥେଷ୍ଟ ପରିମାଣରେ ବଢ଼େ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରି ବୃକ୍ଷ ପରି କଲେ।