2 Chronicles 9:29 — Compare Translations

5 translations compared side by side

Odia - 1840
"ଶଲୋମନ କରିଥିବା ଅନ୍ଯାନ୍ଯ କାର୍ୟ୍ଯସକଳ ଭବଷ୍ଯଦ୍ବକ୍ତା ନାଥନଙ୍କ ଲଖାେସବୁ, ଶୀଲୋନୀଯ ଭବିଷ୍ଯଦ୍ବକ୍ତା, ଅହିଯଙ୍କର ଭବିଷ୍ଯଦ୍ବାଣୀ ଓ ଭବିଷ୍ଯଦ୍ବକ୍ତା ଇଦୋଙ୍କର ଦର୍ଶନ ପୁସ୍ତକରେ ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଲଖାୟୋଇ ଅଛି। ଇଦ୍ଦୋ ୟିଏ ନବାଟଙ୍କ ପୁତ୍ର ୟାରବିଯାମ୍ଙ୍କ ବିଷଯ ରେ ଲେଖିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନଙ୍କର ଅବଶିଷ୍ଟ ବୃତ୍ତା; ଆଦ୍ୟ; ନାଥନ ଭବିଷ୍ୟଦ୍ବକ୍ତାଙ୍କର ଇତିହାସ ପୁସ୍ତକରେ ଓ ଶୀଲୋନୀୟ ଅହୀୟର ଭବିଷ୍ୟଦ୍ବାକ୍ୟରେ ଓ ନବାଟର ପୁତ୍ର ଯାରବୀୟାମ୍ବିଷୟକ ଇଦ୍ଦୋ ଦର୍ଶକର ଦର୍ଶନ ମଧ୍ୟରେ କʼଣ ଲେଖା ନାହିଁ⇧?
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କର ମୃତ୍ୟୁ ଶଲୋମନ କରିଥିବା ଅନ୍ୟାନ୍ୟ କାର୍ଯ୍ୟସକଳ ଭବିଷ୍ୟ‌ଦ୍‌ବକ୍ତା ନାଥନଙ୍କ ଲେଖାସବୁ, ଶୀଲୋନୀୟ ଭବିଷ୍ୟ‌ଦ୍‌ବକ୍ତା, ଅହିୟଙ୍କର ଭବିଷ୍ୟ‌ଦ୍‌ବାଣୀ ଓ ଭବିଷ୍ୟ‌ଦ୍‌ବକ୍ତା ଇଦ୍ଦୋଙ୍କର ଦର୍ଶନ ପୁସ୍ତକରେ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଲେଖାଯାଇ ଅଛି। ଇଦ୍ଦୋ ଯିଏ ନବାଟଙ୍କ ପୁତ୍ର ଯା‌ଶ୍‌ବିୟା‌ମ୍‌ଙ୍କ ବିଷୟରେ ଲେଖିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲୋମନଙ୍କର ଅବଶିଷ୍ଟ ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସ ପୁସ୍ତକରେ ଓ ଶୀଲୋନୀୟ ଅହୀୟର ଭବିଷ୍ୟଦ୍‍ବାକ୍ୟରେ ଓ ନବାଟର ପୁତ୍ର ଯାରବୀୟାମଙ୍କ ବିଷୟକ ଇଦ୍ଦୋ ଦର୍ଶକର ଦର୍ଶନ ମଧ୍ୟରେ କʼଣ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଶଲୋମନଙ୍କର ଅବଶିଷ୍ଟ ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସ ପୁସ୍ତକରେ ଓ ଶୀଲୋନୀୟ ଅହୀୟର ଭବିଷ୍ୟଦ୍‍-ବାକ୍ୟରେ ଓ ନବାଟର ପୁତ୍ର ଯାରବୀୟାମ୍‍ଙ୍କ ବିଷୟକ ଇଦ୍ଦୋ ଦର୍ଶକର ଦର୍ଶନ ମଧ୍ୟରେ କ’ଣ ଲେଖା ନାହିଁ?