2 Chronicles 9:30 — Compare Translations
5 translations compared side by side
Odia - 1840
"ଶଲୋମନ ସମଗ୍ର ଇଶ୍ରାୟେଲ ଉପରେ ୟିରୁଶାଲମ ରେ ଚାଳିଶ ବର୍ଷ ପର୍ୟ୍ଯନ୍ତ ରାଜା ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନ ଯିରୂଶାଲମରେ ଚାଳିଶ ବର୍ଷ କାଳ ସମଗ୍ର ଇସ୍ରାଏଲ ଉପରେ ରାଜତ୍ଵ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ସମଗ୍ର ଇସ୍ରାଏଲ ଉପରେ ଯିରୁଶାଲମରେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ରାଜା ହୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲୋମନ ଯିରୂଶାଲମରେ ଚାଳିଶ ବର୍ଷ କାଳ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ।
Odia IRV 2017 (ଓଡିଆ ବାଇବେଲ)
ଶଲୋମନ ଯିରୂଶାଲମରେ ଚାଳିଶ ବର୍ଷ କାଳ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ।