2 Chronicles 9:4 — Compare Translations

5 translations compared side by side

Odia - 1840
"ସେ ଶଲୋମନଙ୍କ ମଜେ ଉପରେ ରଖା ଯାଉଥିବା ଖାଦ୍ୟ ଓ ତାଙ୍କର ଅନକେ ବିଶଷେ କର୍ମଚାରୀଗଣଙ୍କୁ ଦେଖିଲେ। ସେ ତାଙ୍କର ଚାକରମାନଙ୍କର ବସ୍ତ୍ର ଓ କାର୍ୟ୍ଯ କରିବାର ପ୍ରଣାଳୀ ଦେଖିଲେ। ସେ ଶଲୋମନଙ୍କର ମଦ୍ଯ ପରିବଷେଣକାରୀମାନଙ୍କୁ ଓ ସମାନଙ୍କେର ବସ୍ତ୍ରକୁ ଦେଖିଲେ। ସେ ଶଲୋମନଙ୍କ ଦ୍ବାରା ସଦାପ୍ରଭୁଙ୍କ ମନ୍ଦିର ରେ ଉତ୍ସର୍ଗୀକୃତ ହାମବେଳିଗୁଡ଼ିକୁ ଦେଖିଲେ। ଶିବାର ରାଣୀ ଯେତବେେଳେ ଏହିସବୁ ବିଷଯ ଦେଖିଲେ, ସେ ହତଚକିତ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠିଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଶଲୋମନଙ୍କ ମେଜ ଉପରେ ରଖା ଯାଉଥିବା ଖାଦ୍ୟ ଓ ତାଙ୍କର ଅନେକ ବିଶେଷ କର୍ମଗ୍ଭରୀଗଣଙ୍କୁ ଦେଖିଲେ। ସେ ତାଙ୍କର ଗ୍ଭକରମାନଙ୍କର ବସ୍ତ୍ର ଓ କାର୍ଯ୍ୟ କରିବାର ପ୍ରଣାଳୀ ଦେଖିଲେ। ସେ ଶଲୋମନଙ୍କର ମଦ୍ୟ ପରିବେଷଣକାରୀମାନଙ୍କୁ ଓ ସେମାନଙ୍କର ବସ୍ତ୍ରକୁ ଦେଖିଲେ। ସେ ଶଲୋମନଙ୍କ ଦ୍ୱାରା ସଦାପ୍ରଭୁଙ୍କ ମନ୍ଦିରରେ ଉତ୍ସର୍ଗୀକୃତ ହୋମବଳିଗୁଡ଼ିକୁ ଦେଖିଲେ। ଶିବାର ରାଣୀ ଯେତେବେଳେ ଏହିସବୁ ବିଷୟ ଦେଖିଲେ, ସେ ହତଚକିତ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠି ଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା।
Odia IRV 2017 (ଓଡିଆ ବାଇବେଲ)
ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠିଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା।