2 Chronicles 9:5 — Compare Translations

5 translations compared side by side

Odia - 1840
"ଏହାପରେ ସେ ଶଲୋମନଙ୍କୁ କହିଲେ, ମୁଁ ମାେ ଦେଶ ରେ ଆପଣଙ୍କ ମହାନ୍ କାର୍ୟ୍ଯାବଳୀ ଓ ଆପଣଙ୍କ ଜ୍ଞାନ ସମ୍ବନ୍ଧ ରେ ଯାହା ଶୁଣିଥିଲି, ତାହା ସତ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ରାଜାଙ୍କୁ କହିଲା, ଆମ୍ଭେ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ଵାଦ ପାଇଥିଲୁ, ତାହା ସତ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ଶଲୋମନଙ୍କୁ କହିଲେ, “ମୁଁ ମୋ’ ଦେଶରେ ଆପଣଙ୍କ ମହାନ କାର୍ଯ୍ୟାବଳୀ ଓ ଆପଣଙ୍କ ଜ୍ଞାନ ସମ୍ବନ୍ଧରେ ଯାହା ଶୁଣିଥିଲି, ତାହା ସତ୍ୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ରାଜାଙ୍କୁ କହିଲା, “ଆମ୍ଭେ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲୁ, ତାହା ସତ୍ୟ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ରାଜାଙ୍କୁ କହିଲା, “ଆମ୍ଭେ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲୁ, ତାହା ସତ୍ୟ।