2 Chronicles 9:6 — Compare Translations

5 translations compared side by side

Odia - 1840
"ମୁଁ ଏହି ସ୍ଥାନକୁ ନ ଆସିବା ପର୍ୟ୍ଯନ୍ତ ଓ ନିଜ ଚକ୍ଷୁ ରେ ନ ଦେଖିବା ପର୍ୟ୍ଯନ୍ତ ସହେି ଗଳ୍ପଗୁଡ଼ିକୁ ବିଶ୍ବାସ କରୁ ନ ଥିଲି। ଓଃ, ଆପଣଙ୍କ ମହାନ୍ ଜ୍ଞାନର ଅର୍ଦ୍ଧକେ ସୁଦ୍ଧା ମାେତେ କୁହାୟାଇ ନ ଥଲା। ମୁଁ ଯେଉଁ ସମସ୍ତ ଗଳ୍ପ ଶୁଣିଥିଲି। ଆପଣ ସେ ସବୁଥିରୁ ଆହୁରି ଅଧିକ ମହାନ୍ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଆମ୍ଭେ ଆସି ଆପଣା ଚକ୍ଷୁରେ ନ ଦେଖିବାଯାଏ ଲୋକମାନଙ୍କର କଥା ବିଶ୍ଵାସ କଲୁ ନାହିଁ; ଆଉ ଦେଖନ୍ତୁ, ଆପଣଙ୍କ ଜ୍ଞାନର ଅର୍ଦ୍ଧେକ ମାହାତ୍ମ୍ୟ ଆମ୍ଭକୁ କୁହାଯାଇ ନଥିଲା; ଆମ୍ଭ ଶୁଣିବାର ଅପେକ୍ଷା ଆପଣଙ୍କ ସୁଖ୍ୟାତି ଅଧିକ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହି ସ୍ଥାନକୁ ନ ଆସିବା ପର୍ଯ୍ୟନ୍ତ ଓ ନିଜ ଚକ୍ଷୁରେ ନ ଦେଖିବା ପର୍ଯ୍ୟନ୍ତ ସେହି ଗଳ୍ପଗୁଡ଼ିକୁ ବିଶ୍ୱାସ କରୁ ନ ଥିଲି। ଓଃ, ଆପଣଙ୍କ ମହାନ ଜ୍ଞାନର ଅର୍ଦ୍ଧେକ ସୁଦ୍ଧା ମୋତେ କୁହାଯାଇ ନ ଥିଲା। ମୁଁ ଯେଉଁ ସମସ୍ତ ଗଳ୍ପ ଶୁଣିଥିଲି, ଆପଣ ସେ ସବୁଥିରୁ ଆହୁରି ଅଧିକ ମହାନ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଆମ୍ଭେ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ଲୋକମାନଙ୍କର କଥା ବିଶ୍ୱାସ କଲୁ ନାହିଁ; ଆଉ ଦେଖନ୍ତୁ, ଆପଣଙ୍କ ଜ୍ଞାନର ଅର୍ଦ୍ଧେକ ମାହାତ୍ମ୍ୟ ଆମ୍ଭକୁ କୁହାଯାଇ ନ ଥିଲା; ଆମ୍ଭ ଶୁଣିବାର ଅପେକ୍ଷା ଆପଣଙ୍କ ସୁଖ୍ୟାତି ଅଧିକ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଆମ୍ଭେ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ଲୋକମାନଙ୍କର କଥା ବିଶ୍ୱାସ କଲୁ ନାହିଁ; ଆଉ ଦେଖନ୍ତୁ, ଆପଣଙ୍କ ଜ୍ଞାନର ଅର୍ଦ୍ଧେକ ମାହାତ୍ମ୍ୟ ଆମ୍ଭକୁ କୁହାଯାଇ ନଥିଲା; ଆମ୍ଭ ଶୁଣିବାର ଅପେକ୍ଷା ଆପଣଙ୍କ ସୁଖ୍ୟାତି ଅଧିକ।