2 Chronicles 9:7 — Compare Translations

5 translations compared side by side

Odia - 1840
"ତୁମ୍ଭର ଲୋକମାନେ ଓ ସବେକଗଣ ଅତ୍ଯନ୍ତ ସୌଭାଗ୍ଯଶାଳୀ ଅଟନ୍ତି। ସମାନେେ ଆପଣଙ୍କର ସବୋ କରିବା ସମୟରେ ଆପଣଙ୍କ ଜ୍ଞାନର କଥା ଶୁଣିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କର ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଠିଆ ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଲୋକମାନେ ଓ ସେବକଗଣ ଅତ୍ୟନ୍ତ ସୌଭାଗ୍ୟଶାଳୀ ଅଟନ୍ତି। ସେମାନେ ଆପଣଙ୍କର ସେବା କରିବା ସମୟରେ ଆପଣଙ୍କ ଜ୍ଞାନର କଥା ଶୁଣିପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କର ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଠିଆ ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କର ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଠିଆ ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।