2 Corinthians 1:10 — Compare Translations

7 translations compared side by side

Odia - 1840
"ପରମେଶ୍ବର ଆମ୍ଭମାନଙ୍କୁ ମୃତ୍ଯୁର ଏହି ଭୟଙ୍କର ବିପଦରୁ ଉଦ୍ଧାର କଲେ। ପରମେଶ୍ବର ସର୍ବଦା ଏପରି ଉଦ୍ଧାର କରିବେ। ଆମ୍ଭେ ତାହାଙ୍କ ଉପରେ, ଆଶାବାନ ଓ ସେ ଆମ୍ଭମାନଙ୍କୁ ସର୍ବଦା ଉଦ୍ଧାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି ଭୟାନକ ମରଣାନ୍ତକ ବିପଦରୁ ସେ ଆମକଚ ଉଦ୍ଧାର କରିଛନ୍ତି ଓ କରୁଥିବେ। ସେ ପୁନଶ୍ଚ ଆମ୍ଭମାନଙ୍କୁ ସୁରକ୍ଷା କରିବେ- ଏ ଭରସା ଆମର ତାଙ୍କଠାରେ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭମାନଙ୍କୁ ମୃତ୍ୟୁର ଏହି ଭୟଙ୍କର ବିପଦରୁ ଉଦ୍ଧାର କଲେ। ପରମେଶ୍ୱର ସର୍ବଦା ଏପରି ଉଦ୍ଧାର କରିବେ। ଆମ୍ଭେ ତାହାଙ୍କ ଉପରେ, ଆଶାବାନ ଓ ସେ ଆମ୍ଭମାନଙ୍କୁ ସର୍ବଦା ଉଦ୍ଧାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି, ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି, ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮರ್‍ನಾಚ್ಯಾ ಭಯಂಕರ್ ಕಸ್ಟಾತ್ನಾ ತೆನಿಚ್ ಅಮ್ಕಾ ರಾಕ್ಲ್ಯಾನ್; ಅನಿ ಫಿಡೆಬಿ ತೊಚ್ ಅಮ್ಕಾ ರಾಕ್ತಾ. ಅಮ್ಕಾ ಕನ್ನಾಬಿ ಸೊಡುನ್ ಘಾಲಿನಸಲ್ಲ್ಯಾ, ತೆಚ್ಯಾ ವರ್ತಿ ಅಮ್ಚೊ ಬರೊಸೊ ಅಮಿ ಥವ್ಲ್ಯಾಂವ್.