2 Corinthians 1:11 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ନିଜ ପ୍ରାର୍ଥନା ଦ୍ବାରା ଆମ୍ଭକୁ ସାହାୟ୍ଯ କରିପାର। ଅନକେେ ଆମ୍ଭ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦବେେ, ଯେ ହତେୁ ସମାନଙ୍କେର ପ୍ରାର୍ଥନା ଦ୍ବାରା ପରମେଶ୍ବର ଆମ୍ଭକୁ ଆଶୀର୍ବାଦ ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହଦାନ ଦତ୍ତ ହୋଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁଳ ଧନ୍ୟବାଦ ଦିଆଯାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ପ୍ରାର୍ଥନା ଦ୍ୱାରା ଆମକୁ ସାହାର୍ଯ୍ୟ କର। ତାହେଲେ, ଆମ ପାଇଁ ଅନେକେ ଈଶ୍ୱରଙ୍କଠାରେ କୃତଜ୍ଞତା ଜ୍ଞାପନ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଜ ପ୍ରାର୍ଥନା ଦ୍ୱାରା ଆମ୍ଭକୁ ସାହାଯ୍ୟ କରିପାର। ଅନେକେ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେବେ, ଯେହେତୁ ସେମାନଙ୍କର ପ୍ରାର୍ଥନା ଦ୍ୱାରା ପରମେଶ୍ୱର ଆମ୍ଭକୁ ଆଶୀର୍ବାଦ ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿಬಿ ತುಮ್ಚ್ಯಾ ಮಾಗ್ನಿಚಿ ಮಜತ್ ಅಮ್ಕಾ ದಿವ್ಚೆ, ತನ್ನಾ ಎವ್ಡ್ಯಾ ಜನಾಂಚ್ಯಾ ಮಾಗ್ನ್ಯಾಚೊ ಫಳ್ ಹೊವ್ನ್, ಅಮ್ಕಾ ಗಾವಲ್ಲ್ಯಾ ಮಜತಿಸಾಟ್ನಿ ತೆಕಾ ಲೈ ಲೊಕಾ ತೆಕಾ ಧನ್ಯವಾದ್ ದಿತ್ಯಾತ್.