2 Corinthians 1:14 — Compare Translations

7 translations compared side by side

Odia - 1840
"ଯେପରିକି ତୁମ୍ଭମାନେେ ଆମ୍ଭ ବିଷୟ ରେ କିଛି କଥା ଆଗରୁ ବୁଝି ସାରିଛ, ସେଥିପାଇଁ ଆମ୍ଭେ ଆଶା କରୁ ଯେ, ତୁମ୍ଭମାନେେ ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବରେ ବୁଝି ପାରିବ। ତୁମ୍ଭମାନେେ ଏ କଥା ବୁଝି ପାରିବ ଯେ, ଯେପରି ବର୍ତ୍ତମାନ ତୁମ୍ଭେ ଆମ୍ଭ ପାଇଁ ଗର୍ବ କରୁଛ, ସପରେି ଆମ୍ଭ ପ୍ରଭୁ ଯୀଶୁ ଆସିବା ଦିନ, ଆମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଗର୍ବ କରି ପାରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହିପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଆଶା କରୁଛି, ବର୍ତ୍ତମାନ ଯାହା ଆଂଶିକଭାବେ ବୁଝୁଛ, ତାହା ଯଥା ସମୟରେ ପ୍ରଭୁ ଯୀଶୁଙ୍କୁ ପୁନରାଗମନ ଦିନରେ ସମ୍ପୂର୍ଣ୍ଣରୁପେ ବୁଝି ପାରିବ। ତାହାହେଲେ, ତୁମ୍ଭମାନେ ଆମ ପାଇଁ ଗର୍ବ ଅନୁଭବ କରିବ ଓ ଆମେ ମଧ୍ୟ ତୁମ ପାଇଁ ଗର୍ବ କରିବୁ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରିକି ତୁମ୍ଭେମାନେ ଆମ୍ଭ ବିଷୟରେ କିଛି କଥା ଆଗରୁ ବୁଝି ସାରିଛ, ସେଥିପାଇଁ ଆମ୍ଭେ ଆଶା କରୁ ଯେ, ତୁମ୍ଭେମାନେ ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବରେ ବୁଝି ପାରିବ। ତୁମ୍ଭେମାନେ ଏ କଥା ବୁଝି ପାରିବ ଯେ, ଯେପରି ବର୍ତ୍ତମାନ ତୁମ୍ଭେ ଆମ୍ଭ ପାଇଁ ଗର୍ବ କରୁଛ, ସେହିପରି ଆମ୍ଭ ପ୍ରଭୁ ଯୀଶୁ ଆସିବା ଦିନ, ଆମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଗର୍ବ କରି ପାରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಅಜುನ್‌ಬಿ ಅಮ್ಚ್ಯಾ ವಿಶಯಾತ್ ಹೊತ್ತಿ ಸಮ್ಜನ್ ಕಮಿಚ್, ಜಾಲ್ಯಾರ್ಬಿ ಅಮ್ಚ್ಯಾ ವಿಶಯಾತ್ ಪುರಾ ಸಮ್ಜುನ್ ಲಗ್ಗುನಾ ಗಾವ್ತಾ. ಅನಿ ಧನಿ ಜೆಜು ಪ್ರತ್ಯಕ್ಷ್ ಹೊತಲ್ಯಾ ದಿಸಿ ಕಸೊ ತುಮಿ ಮಾಜೊ ಅಭಿಮಾನ್ ಹೊವ್ನ್ ಹಾಸಿ, ತಸೆಚ್ ಮಿಯಾಬಿ ತುಮ್ಚೊ ಅಭಿಮಾನ್ ಹೊವ್ನ್ ರ್‍ಹಾತಾ ಮನ್ತಲೊ ಬರೊಸೊ ಮಾಕಾ ಹಾಯ್.