2 Corinthians 1:15 — Compare Translations

7 translations compared side by side

Odia - 1840
"ମାହେର ଏହି ବିଶ୍ବାସ ଥିବାରୁ ମୁଁ ପ୍ରଥମ ରେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଠିକ୍ କଲି। ଏହା ଦ୍ବାରା ତୁମ୍ଭମାନେେ ଦୁଇଥର ଆଶୀର୍ବାଦ ଲାଭ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ଯେପରି ଦ୍ଵିତୀୟ ଥର ଅନୁଗ୍ରହ ଲାଭ କରି ପାର,
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ବିଶୟ ମୁଁ ନିଶ୍ଚିତ ଭାବରେ ଜାଣି ଥିବାରୁ ପ୍ରଥମେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୋର ଇଚ୍ଛା ଥିଲା। ତାହେଲେ ତୁମ୍ଭମାନେ ଦୁଇ ଥର ଆନନ୍ଦ ଲାଭ କରି ପାରିଥାଆନ୍ତ।
Odia Bible ERV 2004 (ପବିତ୍ର ବାଇବଲ)
ମୋହର ଏହି ବିଶ୍ୱାସ ଥିବାରୁ ମୁଁ ପ୍ରଥମରେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଠିକ୍ କଲି। ଏହା ଦ୍ୱାରା ତୁମ୍ଭେମାନେ ଦୁଇଥର ଆଶୀର୍ବାଦ ଲାଭ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର,
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಸಗ್ಳ್ಯಾ ವಿಶಯಾಂಚಿ ಖಾತ್ರಿ ಮಾಕಾ ಹಾಯ್ ಮನುನುಚ್, ಮಿಯಾ ಅದ್ದಿ ತುಮ್ಕಾ ಭೆಟುಚೆ ಮನುನ್ ಚಿಂತಲ್ಲೊ. ಅಶೆ ತುಮ್ಕಾ ದೊನ್ ಮಾಪಾನ್ ಖುಶಿ ದಿವ್ಚೆ ಮನುನ್ ಮಿಯಾ ಚಿಂತಲ್ಲೊ.