2 Corinthians 1:16 — Compare Translations
7 translations compared side by side
Odia - 1840
"ମାକିଦନିଆ ୟିବା ବାଟରେ ମୁଁ ତୁମ୍ଭମାନଙ୍କୁ ଦେଖିବା ପାଇଁ ଯୋଜନା କଲି। ମାକିଦନିଆରୁ ଫରେିଲା ବେଳେ ମଧ୍ଯ ପୁନର୍ବାର ତୁମ୍ଭମାନଙ୍କ ପାଖକୁ ଆସିବି। ତୁମ୍ଭମାନଙ୍କ ସାହାୟ୍ଯ ରେ ଯିହୁଦା ଦେଶକୁ ପ୍ରସ୍ଥାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୁଦା ପ୍ରଦେଶକୁ ଯାତ୍ରା କରି ପାରେ, ଏଥିପାଇଁ ମୁଁ ସେହି ବିଶ୍ଵାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାସିଦୋନିଆ ଯିବାବେଳେ ଓ ସେଠାରୁ ଫେରିବାବେଳେ ତୁମ୍ଭମନଙ୍କ ନିକଟରେ କିଛି ଦିନ ରହିବାକୁ ମୋର କାର୍ଯ୍ୟକ୍ରମ ଥିଲା, କାରଣ ଯିହୁଦା ପ୍ରଦେଶକୁ ଯାତ୍ରା କରିବା ପାଇଁ ମୁଁ ତୁମ୍ଭମାନଙ୍କର ସାହାର୍ଯ୍ୟ ଦରକାର କୁଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ମାକିଦନିଆ ଯିବା ବାଟରେ ମୁଁ ତୁମ୍ଭମାନଙ୍କୁ ଦେଖିବା ପାଇଁ ଯୋଜନା କଲି। ମାକିଦନିଆରୁ ଫେରିଲା ବେଳେ ମଧ୍ୟ ପୁନର୍ବାର ତୁମ୍ଭମାନଙ୍କ ପାଖକୁ ଆସିବି। ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦା ଦେଶକୁ ପ୍ରସ୍ଥାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦିୟା ପ୍ରଦେଶକୁ ଯାତ୍ରା କରିପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦା ପ୍ରଦେଶକୁ ଯାତ୍ରା କରି ପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮಟ್ಲ್ಯಾರ್ ಮೆಸಿದೊನಿಯಾಕ್ ಜಾತಾನಾ ಅನಿ ಮಾನಾ ಥೈತ್ನಾ ಫಾಟಿ ಪರ್ತುನ್ ಯೆತಾನಾಬಿ ತುಮ್ಚ್ಯಾಕ್ಡೆ ಯೆವ್ಚೆ ಅನಿ ಮಾನಾ ಮಾಜ್ಯಾ ವಾಟೆಕ್ ಗರಜ್ ಅಸಲ್ಲೆ ದಿವ್ನ್ ತುಮಿಚ್ ಮಾಕಾ ಜುದೆಯಾಕ್ ಧಾಡ್ತಲೆ ಮನುನ್ ಮಿಯಾ ಯವ್ಜುನ್ ಘೆಟಲ್ಲೊ.