2 Corinthians 1:17 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ କ'ଣ ଭାବୁଛ ଯେ, ଏହି ଯୋଜନାଗୁଡ଼ିକୁ କଲା ବେଳେ ମୁଁ ପ୍ରକୃତ ରେ ଚିନ୍ତା କରି ନ ଥିଲି? ବା ଜାଗତିକ ଜ୍ଞାନ ରେ କରିଥିଲି, ଯେ ଏକା ସମୟରେ ହଁ, ହଁ କହୁଥିବା ଓ ନା, ନା ମଧ୍ଯ କହୁଥିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଏହିପ୍ରକାର ଇଚ୍ଛା କରିବାରେ ମୁଁ କଅଣ ଲଘୁ ଭାବରେ ଆଚରଣ କରିଥିଲି? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କଅଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ?
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁକଣ ଅନିଶ୍ଚିତ ଭାବରେ ଏହି କାର୍ଯ୍ୟସୂଚୀ ପ୍ରସ୍ଥତ କରିଥିଲି? ଯେଉଁମାନେ ଏକ ସଙ୍ଗରେ “ହଁ, ହଁ” ଓ “ନା, ନା” କରନ୍ତି, ସେମାନଙ୍କ ପରି କଅଣ ମୁଁ ନିଜର ସ୍ୱାର୍ଥସିଦ୍ଧି ପାଇଁ ମୋର କାର୍ଯ୍ୟକ୍ରମ କରିଥ।।ଏ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କ’ଣ ଭାବୁଛ ଯେ, ଏହି ଯୋଜନାଗୁଡ଼ିକୁ କଲାବେଳେ ମୁଁ ପ୍ରକୃତରେ ଚିନ୍ତା କରି ନ ଥିଲି? ବା ଜାଗତିକ ଜ୍ଞାନରେ କରିଥିଲି, ଯେ ଏକା ସମୟରେ “ହଁ, ହଁ” କହୁଥିବା ଓ “ନା, ନା” ମଧ୍ୟ କହୁଥିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କଅଣ ଅସ୍ଥିର ଭାବରେ ଆଚରଣ କରିଥିଲି? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କଅଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ?
Odia IRV 2017 (ଓଡିଆ ବାଇବେଲ)
ତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କ'ଣ ଅସ୍ଥିର ଭାବରେ ଆଚରଣ କରିଥିଲି? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କ'ଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಕರುನ್ ಯವ್ಜಲ್ಲ್ಯಾ ತನ್ನಾ ಮಿಯಾ ಚಂಚಲ್ ಮನಾಚೊ ಮನುನ್ ಹೊಲೆ ಕಾಯ್? ಮಾಜಿ ಯವ್ಜನಿಯಾ ಮಜ್ಯಾ ಗರುಕಿನ್ ಯೆಲಾತ್ ಮನುನ್ ಹೊಲೆ ಕಾಯ್? ಎಗ್ದಾ ಹೊಯ್ - ಹೊಯ್ ಮಟಲ್ಲೆ ತನ್ನಾಚ್ ಮಿಯಾ “ನ್ಹಯ್ - ನ್ಹಯ್” ಮಟ್ಲೊ ಕಾಯ್?