2 Corinthians 1:18 — Compare Translations
7 translations compared side by side
Odia - 1840
"କିନ୍ତୁ ଯଦି ତୁମ୍ଭମାନେେ ପରମେଶ୍ବରଙ୍କୁ ବିଶ୍ବାସ କରୁଛ, ତାହାହେଲେ ତୁମ୍ଭମାନେେ ବିଶ୍ବାସ କରିପାର ଯେ, ଆମ୍ଭେ ଯାହା କହୁ ତାହାର ଉତ୍ତର ହଁ ଓ ନା ଉଭୟ ହାଇେ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଈଶ୍ଵର ବିଶ୍ଵାସ୍ୟ, ଏଣୁ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ବାକ୍ୟ ହଁ ଓ ନା ହୁଏ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସତ୍ୟ ଈଶ୍ୱର ଜାଣନ୍ତି, ତୁମ୍ଭମାନଙ୍କୁ କଥା ଦେବାବେଳେ ଆମେ କଦାପି ଅସ୍ଥିରମନା ନ ଥିଲୁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ତୁମ୍ଭେମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରୁଛ, ତାହାହେଲେ ତୁମ୍ଭେମାନେ ବିଶ୍ୱାସ କରିପାର ଯେ, ଆମ୍ଭେ ଯାହା କହୁ ତାହାର ଉତ୍ତର “ହଁ” ଓ “ନା” ଉଭୟ ହୋଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଈଶ୍ବର ବିଶ୍ୱସ୍ତ, ଏଣୁ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ବାକ୍ୟ ହଁ ଓ ନା ହୁଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଈଶ୍ୱର ବିଶ୍ୱାସ୍ୟ, ଏଣୁ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ବାକ୍ୟ ହଁ ଓ ନା ହୁଏ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ವಿಶ್ವಾಸಿ ದೆವ್ ಕಶೆ ಬೊಲ್ತಾ ತಸೆಚ್ ಮಿಯಾ ಸಾಂಗ್ತಾ, ಅಮಿ ತುಮ್ಕಾ ದಿಲ್ಲಿ ಬಾತ್ಮಿ ಎಗ್ದಾ “ಹೊಯ್” ಅನಿ ತನ್ನಾಚ್ “ನ್ಹಯ್” ಮನ್ತಲಿ ನ್ಹಯ್?