2 Corinthians 1:19 — Compare Translations

7 translations compared side by side

Odia - 1840
"ମୁଁ ଏବଂ ସିଲ୍ବାନ୍ ଓ ତୀମଥିଙ୍କ ଦ୍ବାରା ପ୍ରଚାରିତ ପରମେଶ୍ବରଙ୍କ ପୁତ୍ର ଯୀଶୁଖ୍ରୀଷ୍ଟ ଉଭୟ ହଁ' ଓ ନା' ଏକ ସମୟରେ କହନ୍ତି ନାହିଁ। ଯୀଶୁ ଖ୍ରୀଷ୍ଟଙ୍କଠା ରେ ସର୍ବଦା ହଁ କଥା ହଁ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ଵାରା, ଅର୍ଥାତ୍, ମୋʼ ଦ୍ଵାରା ଏବଂ ସିଲ୍ଵାନ ଓ ତୀମଥିଙ୍କ ଦ୍ଵାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶୀଲା, ତୀମଥି ଓ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରୁଥିବା ଈଶ୍ୱରଙ୍କ ପୁତ୍ର ଯୀଶୁ ଖ୍ରୀଶ୍ଟ, କେବେ ଏକ ସଙ୍ଗରେ “ହଁ” ଓ “ନା” କହନ୍ତି ନାହିଁ। ଅପର ପକ୍ଷରେ, ସେ ସର୍ବଦା ଈଶ୍ୱରଙ୍କ ସମ୍ମତିସୂଚକ “ହଁ”।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏବଂ ସିଲ୍ୱାନ୍ ଓ ତୀମଥିଙ୍କ ଦ୍ୱାରା ପ୍ରଗ୍ଭରିତ ପରମେଶ୍ୱରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ ଉଭୟ “ହଁ’ ଓ “ନା’ ଏକ ସମୟରେ କହନ୍ତି ନାହିଁ। ଯୀଶୁ ଖ୍ରୀଷ୍ଟଙ୍କଠାରେ ସର୍ବଦା “ହଁ” କଥା “ହଁ” ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍‍, ମୋʼ ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍‍, ମୋ' ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାଁନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಮಟ್ಲ್ಯಾರ್ ಸಿಲ್ವಾನಾನ್, ತಿಮೊತಿನ್, ಅನಿ ಮಿಯಾ ದೆವಾಚೊ ಲೆಕ್ ಮನುನ್ ಪರ್ಗಟ್ ಕರಲ್ಲೊ ಜೆಜು ಕ್ರಿಸ್ತ್ ತುಮ್ಚ್ಯಾ ಮದ್ದಿ “ಹೊಯ್” ಅನಿ ತನ್ನಾಚ್ “ನ್ಹಯ್” ಹೊವುಕ್ನಾ; ತೊ ಕನ್ನಾಬಿ ಹೊಯ್ಚ್.