2 Corinthians 1:20 — Compare Translations
7 translations compared side by side
Odia - 1840
"କାରଣ ପରମେଶ୍ବର ଯେଉଁ ସମସ୍ତ ପ୍ରତିଜ୍ଞା କରିଛନ୍ତି, ସେ ଖ୍ରୀଷ୍ଟଙ୍କଠା ରେ ସେ ସବୁଗଡ଼ିକ ହଁ ହାଇେଛି। ସେଥିପାଇଁ ଆମ୍ଭେ ପରମେଶ୍ବରଙ୍କ ମହିମା ନିମନ୍ତେ ଖ୍ରୀଷ୍ଟଙ୍କ ନାମ ରେ ଆମେନ୍ ବୋଲି କହିଥାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଈଶ୍ଵରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ଵାରା ଈଶ୍ଵରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ସମସ୍ତ ପ୍ରତିଶ୍ରୁତି ତାଙ୍କଠାରେ ସଫଳ ହୋଇଛି। ସେଥପାଇଁ ଯୀଶୁ ଖ୍ରୀଶ୍ଟଙ୍କ ହେତୁ ଆମର “ଆମେନ୍” ଈଶ୍ୱରଙ୍କ ଗୌରବ ନିମନ୍ତେ ଉଦ୍ଦିଷ୍ଟ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ପରମେଶ୍ୱର ଯେଉଁ ସମସ୍ତ ପ୍ରତିଜ୍ଞା କରିଛନ୍ତି, ସେ ଖ୍ରୀଷ୍ଟଙ୍କଠାରେ ସେ ସବୁଗଡ଼ିକ “ହଁ” ହୋଇଛି। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ମହିମା ନିମନ୍ତେ ଖ୍ରୀଷ୍ଟଙ୍କ ନାମରେ “ଆମେନ୍” ବୋଲି କହିଥାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଈଶ୍ବରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ବରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଈଶ୍ୱରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ୱରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ದಿಲ್ಲ್ಯಾ ಸಗ್ಳ್ಯಾ ಗೊಸ್ಟಿಯಾಬಿ ತೆಚೆ ವೈನಾ ಹೊಯ್ ಹೊಲ್ಯಾತ್..ತಸೆ ಮನುನುಚ್ ದೆವಾಚಿ ಸುತ್ತಿ ಕರ್ತಾನಾ ತೆಚೆ ವೈನಾ ಅಮಿ “ತಸೆಚ್ ಹೊಂವ್ದಿ” ಮನ್ತಾಂವ್.