2 Corinthians 1:21 — Compare Translations
7 translations compared side by side
Odia - 1840
"କବଳେ ପରମେଶ୍ବର ତୁମ୍ଭମାନଙ୍କୁ ଓ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କଠା ରେ ଦୃଢ଼ କରି ପାରନ୍ତି। ପରମେଶ୍ବର ତାହାଙ୍କର ବିଶଷେ ଆଶୀର୍ବାଦ ଆମକୁ ପ୍ରଦାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ଵର;
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱୟଂ ଈଶ୍ୱର ଯୀଶୁ ଖ୍ରୀଷ୍ଟଠାରେ ତୁମ୍ଭମାନଙ୍କର ଓ ଆମ ଜୀବନକୁ ଏକୀଭୂତ କରି ସୁରକ୍ଷା କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ପରମେଶ୍ୱର ତୁମ୍ଭମାନଙ୍କୁ ଓ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କଠାରେ ଦୃଢ଼ କରି ରଖନ୍ତି। ପରମେଶ୍ୱର ତାହାଙ୍କର ବିଶେଷ ଆଶୀର୍ବାଦ ଆମକୁ ପ୍ରଦାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ବର;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ୱର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವುಚ್ ತುಮ್ಕಾ ಅನಿ ಅಮ್ಕಾ ಅಭಿಶೆಕ್ ಕರುನ್ ಕ್ರಿಸ್ತಾಚ್ಯಾ ಎಕ್ವಟ್ಟಾನ್ ಘಟ್ ರ್ಹಾಯ್ ಸಾರ್ಕೆ ಕರ್ತಾ, ತೆ ದೆವಾನುಚ್ ಅಮ್ಕಾ ಎಗ್ಳುನ್ ಕಾಡಲ್ಲೆ,