2 Corinthians 1:22 — Compare Translations

7 translations compared side by side

Odia - 1840
"ସେ ଆମ୍ଭଠା ରେ ନିଜ ଅଧିକାରର ମାହେର ଲଗାଇଛନ୍ତି, ଓ ଆମ୍ଭମାନଙ୍କ ହୃଦୟ ରେ ତାହାଙ୍କ ଆତ୍ମା ପ୍ରଦାନ କରିଛନ୍ତି। ଏହା ପ୍ରମାଣ ଦିଏ ଯେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ନିଶ୍ଚୟ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ଵରୂପେ ଦାନ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆମକୁ ପୃଥକ୍ କରିଛନ୍ତି। ଆମ ହୃଦୟରେ ତାଙ୍କ ପବିତ୍ରଆତ୍ମା ହେଉଛନ୍ତି, ଆମ ଉପରେ ଈଶ୍ୱରଙ୍କ ଅଧିକାରର ଚିହ୍ନ ଓ ଭବିଷ୍ୟତରେ ଆମେ ଯାହା ନାଇବୁ, ତାର ପ୍ରତିଭୂ ସ୍ୱରୂପ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆମ୍ଭଠାରେ ନିଜ ଅଧିକାରର ମୋହର ଲଗାଇଛନ୍ତି, ଓ ଆମ୍ଭମାନଙ୍କ ହୃଦୟରେ ତାହାଙ୍କ ଆତ୍ମା ପ୍ରଦାନ କରିଛନ୍ତି। ଏହା ପ୍ରମାଣ ଦିଏ ଯେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ନିଶ୍ଚୟ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿಚ್ ಅಮ್ಕಾ ಅಮ್ಚ್ಯಾ ವೈರ್ ಛಪ್ಪೊ ಮಾರುನ್ ಅಮಿ ಅಪ್ನಾಚೆ ಕರುನ್ ಘೆಟ್ಲಾ ಅನಿ ಅಮ್ಚ್ಯಾ ಗಾವ್ನಾರ್ ಹೊತ್ತ್ಯಾ ಆಯಾರಾಂಚೊ ಖಾತ್ರಿ ಸಾರ್ಕೊ ಪವಿತ್ರ್ ಆತ್ಮೊ ಅಮ್ಚ್ಯಾ ಮನಾತ್ನಿ ಘಾಟ್ಲಾ.

Recommended Reading