2 Corinthians 1:23 — Compare Translations
7 translations compared side by side
Odia - 1840
"ମୁଁ କରିନ୍ଥୀକୁ ଆଉ ଥରେ ଆସି ନ ଥିଲି କାରଣ ମୁଁ ତୁମ୍ଭମାନଙ୍କୁ ଆଘାତ ଦବୋକୁ ଇଚ୍ଛା କରୁ ନ ଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ଈଶ୍ଵରଙ୍କୁ ସାକ୍ଷୀ ମାନି ମୋʼ ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥକୁ ପୁନର୍ବାର ଯାଇ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ମୋର ସାକ୍ଷୀ। ସେ ମୋ’ ହୃଦୟ ଜାଣନ୍ତି। ତୁମ୍ଭମାନଙ୍କୁ ମୁଁ ଯେପରି ଆଉ ଆଘାତ ନ ଦିଏ, ସେଥିପାଇଁ ମୋର କରିନ୍ଥ ଯାତ୍ରା ସ୍ଥଗିତ ରଖିଲି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କରିନ୍ଥୀକୁ ଆଉ ଥରେ ଆସି ନ ଥିଲି କାରଣ ମୁଁ ତୁମ୍ଭମାନଙ୍କୁ ଆଘାତ ଦେବାକୁ ଇଚ୍ଛା କରୁ ନ ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ଈଶ୍ବରଙ୍କୁ ସାକ୍ଷୀ ମାନି ମୋʼ ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥ ସହରକୁ ପୁନର୍ବାର ଯାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ଈଶ୍ୱରଙ୍କୁ ସାକ୍ଷୀ ମାନି ମୋ' ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥକୁ ପୁନର୍ବାର ଯାଇ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಜಿವಾಚ್ಯಾನ್ ಮಿಯಾ ಸಾಂಗ್ತಾ ಅನಿ ದೆವುಚ್ ಹೆಕಾ ಸಾಕ್ಷಿ, ತುಮ್ಚ್ಯಾ ಮದ್ದಿ ಯೆವ್ನ್ ಕಠೊರ್ಪಾನ್ ದಾಕ್ವುಚೆ ಮನುನ್ ನ್ಹಯ್ ಮನುನ್ ಚಿಂತುನ್ ಕೊರಿಂಥಾಕ್ ಮಿಯಾ ಯೆವ್ಕ್ ನಾ.